ଦିନେ ସଞ୍ଜ ନଇଁବା ପୂର୍ବରୁ ଯେଉଁଠି ପର୍ଯ୍ୟଟକ ଜଙ୍ଗଲ ଛାଡ଼ିଦେଉଥିଲେ ଆଜି ସେଠି ଘୋର ଅନ୍ଧକାରରେ ରାତ୍ରିଚର ପଶୁପକ୍ଷୀଙ୍କ ଉପରେ ଛାତ୍ରଛାତ୍ରୀମାନେ ଅଧ୍ୟୟନ କରୁଛନ୍ତି..
Published: Pallipuspa Samal
Last updated: 12 January 2023, 12:41 PM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।