By: Rajalaxmi Sahoo
Last updated: 15 April 2022, 03:19 PM IST
ବଡ଼ ସାହାଯ୍ୟ କଲା ୟୁଟ୍ୟୁବ। ଗୋଟିଏ ଏକର ପାହାଡ଼ିଆ ଜମିରେ ଚାଷ କଲେ ଆପଲ୍ ଓ ବେରୀ। ଯଦିଓ ଏ ସବୁ କେବଳ କାଶ୍ମୀରରେ ଫଳେ ବୋଲି ଆମର ଧାରଣା। କିନ୍ତୁ ଏ ଚାଷୀ ଭାଇ ଜଣକ କମାଲ୍ କରି ଦେଖାଇଲେ। ଏତେ ପରିମାଣରେ ଫଳ ଫଳୁଛି ଯେ ଡାଳ ଭାଙ୍ଗିବା ଉପରେ। ଆଉ ରୋଜଗାର ବି ଭଲ ହେଉଛି।