Advertisment

ଭୟଙ୍କର ଦୁର୍ଘଟଣାରୁ ଉଦ୍ଧାର କଲେ ମା ମଣିନାଗେଶ୍ୱରୀ

ସପରିବାର ଖୋର୍ଦ୍ଧା ଟାଙ୍ଗିରୁ ଯାଉଥିଲେ ନୟାଗଡ଼ର ମଣିନାଗେଶ୍ୱରୀ ପୀଠ। ଘାଟି ରାସ୍ତା ଦେଇ ଯାଉଥିବା ବେଳେ ପାହାଡ଼ରୁ ତଳକୁ ଖସିପଡ଼ିଲା କାର୍। କାର୍ ଭିତରେ ଛୋଟ ଛୁଆ ବି ଥିଲେ। ଗାଡ଼ି ଭାଙ୍ଗି ଚୁରମାର୍। ମାଆର ଦୟା... ଦେଖନ୍ତୁ କେମିତି ହେଲେ ଉଦ୍ଧାର

author-image
Otv Khabar Bureau

ସପରିବାର ଖୋର୍ଦ୍ଧା ଟାଙ୍ଗିରୁ ଯାଉଥିଲେ ନୟାଗଡ଼ର ମଣିନାଗେଶ୍ୱରୀ ପୀଠ। ଘାଟି ରାସ୍ତା ଦେଇ ଯାଉଥିବା ବେଳେ ପାହାଡ଼ରୁ ତଳକୁ ଖସିପଡ଼ିଲା କାର୍। କାର୍ ଭିତରେ ଛୋଟ ଛୁଆ ବି ଥିଲେ। ଗାଡ଼ି ଭାଙ୍ଗି ଚୁରମାର୍। ମାଆର ଦୟା... ଦେଖନ୍ତୁ କେମିତି ହେଲେ ଉଦ୍ଧାର  

Advertisment
Special Story Passengers Safe Vehicle Hill
Advertisment
Advertisment