Advertisment

ଖପରା କଳାର ଗାଁ ବାବନ୍ଧ, ନୂଆ ପରିଚୟ ଦେଲା କୁନିଝିଅ ସିଲି

କୁନି ଝିଅଟିଏ। ସବୁବେଳେ ଗାଁ ସାରା ଏପଟ ସେପଟ ହେଉଥାଏ ଏବଂ ଭଙ୍ଗା ହାଣ୍ଡି ମାଠିଆର ଖପରାକୁ ଆଣି ନିଜ ମନ ମୁତାବକ ସଜୋଉଥାଏ। ହେଲେ ତାର ଏହି ପିଲାଦିନର ଖେଳ ଏବେ ତାକୁ ଓ ତା ଗାଁକୁ ଦେଇଛି ନୂଆ ପରିଚୟ। ଏ ଗାଁକୁ ଏବେ ଲୋକେ କହୁଛନ୍ତି ଖପରା କଳାର ଗାଁ।

Advertisment

କୁନି ଝିଅଟିଏ। ସବୁବେଳେ ଗାଁ ସାରା ଏପଟ ସେପଟ ହେଉଥାଏ ଏବଂ ଭଙ୍ଗା ହାଣ୍ଡି ମାଠିଆର ଖପରାକୁ ଆଣି ନିଜ ମନ ମୁତାବକ ସଜୋଉଥାଏ। ହେଲେ ତାର ଏହି ପିଲାଦିନର ଖେଳ ଏବେ ତାକୁ ଓ ତା ଗାଁକୁ ଦେଇଛି ନୂଆ ପରିଚୟ। ଏ ଗାଁକୁ ଏବେ ଲୋକେ କହୁଛନ୍ତି ଖପରା କଳାର ଗାଁ। ଆଉ କୁନିଝିଅ ସିଲିକୁ ନେଇ ତିଆରି ଏକ ସର୍ଟ ଫିଲ୍ମ ଏବେ ଜାତୀୟ ସ୍ତରରେ ଚର୍ଚ୍ଚାକୁ ଆସିଛି। ଆସନ୍ତୁ ଭେଟିବା ଏହି ଝିଅଟିକୁ।

Advertisment
Village Nilagiri Special Story
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ