ଆସନ୍ତା ଅକ୍ଟୋବର ଭିତରେ ସରିପାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଅବଢ଼ା ସମୀକ୍ଷା ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସୂଚନା । କହିଲେ, ଦିବ୍ୟାଙ୍ଗ ଦର୍ଶନାର୍ଥୀଙ୍କ ସୁବିଧା ପାଇଁ ଅକ୍ଟୋବରରୁ ଆରମ୍ଭ ହେବ ସ୍ୱତନ୍ତ୍ର ରାମ୍ପ ନିର୍ମାଣ