କଟକ ଜିଲ୍ଲା ମାହାଙ୍ଗା ବ୍ଲକ୍ ମୂଳବସନ୍ତ ଗାଁରେ ଲୋକେ ଭୟରେ ଅଛନ୍ତି। ହେଟା ମାତିଛି। ଚାଷୀଙ୍କୁ ବିଲରେ ପଛପଟୁ ମାଡ଼ି ବସୁଛି। ଦେଖନ୍ତୁ ସେହି ଗାଁରୁ ଏ ଖବର
Published: Pallipuspa Samal
Last updated: 06 June 2022, 08:47 AM IST
ଗତକାଲି ଆମକୁ ବ୍ୟକ୍ତିଗତ ଆକ୍ଷେପ କରାଯାଇଥିଲା । କ୍ଷମା ନ ମାଗିବା ଯାଏଁ ବଡୁ କଣ ତାହା ଦେଖେଇଦେବୁ ବୋଲି ଚେତାବନୀ ଶୁଣାଇଛନ୍ତି ବଡୁ ନିଯୋଗ ସମ୍ପାଦକ କମଳାକାନ୍ତ ବଡୁ।