Advertisment

ସ୍କୁଲ ସମସ୍ୟା ନେଇ ଚାଲି ଚାଲି ବିଡିଓଙ୍କ ଅଫିସ୍‌ରେ ପହଞ୍ଚିଲେ ଛାତ୍ରଛାତ୍ରୀ

ରାୟଗଡ଼ା ଜିଲ୍ଲାରେ ଅଭାବନୀୟ ଘଟଣା । ବିଡିଓଙ୍କ ନିକଟରେ ସ୍କୁଲର ସମସ୍ୟା ନେଇ ଅଭିଯୋଗ କରିବାକୁ ୩ କିଲୋମିଟର ଚାଲି ଚାଲି ବ୍ଲକ୍‌ କାର୍ଯ୍ୟାଳୟ ଆସିଲେ ସ୍କୁଲ ଛାତ୍ରଛାତ୍ରୀ ।

author-image
Satyendu Shekher Mishra

ରାୟଗଡ଼ା ଜିଲ୍ଲାରେ ଅଭାବନୀୟ ଘଟଣା । ବିଡିଓଙ୍କ ନିକଟରେ ସ୍କୁଲର ସମସ୍ୟା ନେଇ ଅଭିଯୋଗ କରିବାକୁ ୩ କିଲୋମିଟର ଚାଲି ଚାଲି ବ୍ଲକ୍‌ କାର୍ଯ୍ୟାଳୟ ଆସିଲେ ସ୍କୁଲ ଛାତ୍ରଛାତ୍ରୀ ।

Advertisment
Student Protest School Problem
Advertisment
Advertisment