Advertisment

ପାଦେ ଚାଲି ଦଶ ପାଦ ଝୁଣ୍ଟୁଛି ଓଡ଼ିଆ ବିଶ୍ବବିଦ୍ୟାଳୟ

ପାଦେ ଚାଲି ଦଶ ପାଦ ଝୁଣ୍ଟୁଛି ଓଡ଼ିଆ ବିଶ୍ବବିଦ୍ୟାଳୟ। ନା ସରୁଛି କ୍ୟାମ୍ପସ କାମ ନା ଆରମ୍ଭ ହେଉଛି ଆଡମିଶନ୍। ଓଡ଼ିଆ ଭାଷା ବିଶ୍ବବିଦ୍ୟାଳୟ ଉଦଘାଟନରେ ବିଳମ୍ବତାକୁ ନେଇ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ଭାଷାବିତ୍।

author-image
Sarbeswar