ସମୁଦ୍ରରୁ ମାଡି ଆସୁଛି ଏବର୍ଷର ବଡ଼ ବାତ୍ୟା। ୨୦୦ କିମି ବେଗରେ ବହିବ ପବନ, ୫୦ ଫୁଟ୍ ପର୍ଯ୍ୟନ୍ତ ଉଠିପାରେ ସମୁଦ୍ର ଜୁଆର। ଆତଙ୍କିତ ଅବସ୍ଥାରେ ଜାପାନବାସୀ
Published: Pallipuspa Samal
Last updated: 02 September 2022, 08:29 AM IST
ପେଟ୍ରୋଲ ଅଧିକ ଜ୍ୱଳନଶୀଳ ପଦାର୍ଥ ଅଟେ । ସାମାନ୍ୟ ନିଆଁ ପାଖକୁ ଗଲେ ଏହା ଜଳିଉଠେ । ତେଣୁ ଏପରି ଖରାଗରମରେ କାରର ଫୁଏଲ ଟ୍ୟାଙ୍କ ଯୋଗୁ ବିପଦର ଆଶଙ୍କା ରହିବା ସ୍ୱାଭାବିକ । ତେବେ ଏହି ଫୁଏଲ ଟ୍ୟାଙ୍କ ଯୋଗୁ କାର ପ୍ରତି କେତେ ବିପଦ ରହିଛି ଆସନ୍ତୁ ଜାଣିବା ।