Advertisment

ଆଜି ହେଉଛି ପ୍ରଜ୍ଞା ପୁରୁଷ ସ୍ୱାମୀ ବିବେକାନନ୍ଦଙ୍କ ଜନ୍ମ ଜୟନ୍ତୀ

୧୮୬୩ ମସିହା ଜାନୁଆରି ୧୨ ତାରିଖରେ ପଶ୍ଚିମବଂଗର କୋଲକତାରେ ଜନ୍ମ ଗ୍ରହଣ କରିଥିଲେ । ପିଲାଦିନେ ତାଙ୍କର ନାଁ ଥିଲା ନରେନ୍ଦ୍ରନାଥ ଦତ୍ତ । ଆଧ୍ୟାତ୍ମିକତା ପ୍ରତି ଆଗ୍ରହୀ ଥିବା ନରେନ୍ଦ୍ର ପିଲାଦିନରୁ ଧ୍ୟାନ ଅଭ୍ୟାସ କରୁଥିଲେ। ଭାରତୀୟ ଦର୍ଶନ ଓ ବେଦାନ୍ତଙ୍କୁ ବିଶ୍ୱରେ ଲୋକପ୍ରିୟ କରାଇବାରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା ।୧୮୯୩ ଚିକାଗୋ ଧର୍ମ ସମ୍ମିଳନୀରେ ତାଙ୍କର ଉଦବୋଧନ ଏବେ ବି ସମସ୍ତଙ୍କୁ ପ୍ରେରଣା ଯୋଗାଇଥାଏ ।

Birth Anniversary Swami Vivekananda
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ