ସାରୁ ପତ୍ର ବେସର। ଏ ନାଁ ଶୁଣିଲେ ଆପଣମାନେ ନିଶ୍ଚୟ କହିବେ ଆମେ ତ ସବୁବେଳେ ଘରେ କରୁ। କିନ୍ତୁ ନା…ଆପଣ କରୁଥିବା ସାରୁପତ୍ର ବେସର ଆଉ ଏ ସାରୁପତ୍ର ବେସର ମଧ୍ୟରେ ଅନେକ ଫରକ୍‌ ରହିଛି। ବେସନ, କଂଚାଲଙ୍କା, ହଳଦୀ ଗୁଣ୍ଡ…ସହ ଟିକିଏ ରସୁଣ ଦେଇ ଏମିତି ତିଆରି କରନ୍ତୁ ଏହି ଡ଼ିସ୍‌। ଥରେ ଖାଇଲେ ବାରମ୍ବାର ଖାଇବାକୁ ହେବ ଇଚ୍ଛା…