By: Otv Khabar Bureau
Last updated: 24 January 2022, 11:06 AM IST
ସବୁଦିନେ ମସଲା ଖାଉଛନ୍ତି। ପାଟିକୁ ସ୍ପାଇସରୁ ମୁକ୍ତି ଦେବା ପାଇଁ କିଛି ମିଠା ହୋଇଯାଉ। ଏଥି ପାଇଁ ଆଜି ଘରେ ହିଁ ତିଆରି କରନ୍ତୁ କଦଳୀରେ ତିଆରି ଗୋଲାପ୍ ଜାମୁନ୍। ପରିବାର ସହ ମିଶି ନିଜେ ଖାଆନ୍ତୁ ଓ ଅନ୍ୟମାନଙ୍କୁ ଖୁଆଇବାକୁ ଦିଅନ୍ତୁ..