ଜୟଶ୍ରୀରାମ ଜୟଶ୍ରୀରାମ କହି ଉଦ୍ଧବଙ୍କୁ ଅନାଥ କରିଦେଲେ, ଏକନାଥଙ୍କୁ ରାଜା କରିଦେଲେ....କଣ କହିବୁ କହ....ଅଟୋ ଚଳାଉ ଚଳାଉ ଏବେ ରାଜ୍ୟ ଚଳାଇବେ ସିନ୍ଦେ, ହେଲେ ଏ ନାଟକ ଲେଖିଥିଲା କିଏ?
Published: Otv Khabar Bureau
Last updated: 12 July 2022, 08:51 AM IST
ଗତକାଲି ଆମକୁ ବ୍ୟକ୍ତିଗତ ଆକ୍ଷେପ କରାଯାଇଥିଲା । କ୍ଷମା ନ ମାଗିବା ଯାଏଁ ବଡୁ କଣ ତାହା ଦେଖେଇଦେବୁ ବୋଲି ଚେତାବନୀ ଶୁଣାଇଛନ୍ତି ବଡୁ ନିଯୋଗ ସମ୍ପାଦକ କମଳାକାନ୍ତ ବଡୁ।