By: Otv Khabar Bureau
Last updated: 21 February 2022, 08:38 AM IST
ମୁଁ ଗୀତ ଲେଖି ବାକୁ ଦେଇଥିଲି। ମୁଁ ଗୋଟାଏ କ୍ୟାଣ୍ଡିଡେଟ୍। ଠିକ୍ ନିର୍ବାଚନ ପ୍ରଚାର ତାଉ ବେଳକୁ ମୋ ବିରୋଧୀ ଗାଁ ଗାଁରେ ପ୍ରଚାର ଗୀତ ବଜେଇ ତାଉ କରିଦେଲେଣି। ଏ ଗୀତିକାର ମୋ ଗୀତ ଭୁଲ୍ କରିଦେଇଛି, ଚିହ୍ନ ବଦଳେଇ ଦେଇଛି।