Advertisment

୨୪ ବର୍ଷ ପରେ ଘରକୁ ଫେରିଲା ହଜିଲା ପୁଅ

୨୪ ବର୍ଷ ପରେ ଘରକୁ ଫେରିଲା ହଜିଲା ପୁଅ। ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ବ୍ଲକ୍‌ ଅନ୍ତର୍ଗତ କୁମ୍ଭାରପଡ଼ା ଗାଁରେ ହଜିଲା ପୁଅକୁ ମାଆ ଫେରି ପାଇବା ପରେ ପରିବାର ଓ ସମଗ୍ର ଅଞ୍ଚଳରେ ଖୁସିର ଲହରି ଖେଳି ଯାଇଛି। ସ୍ୱର୍ଗତଃ ଦେବରାଜ ଦାସଙ୍କ ପୁଅ ଆସମାନ ଦାସ ୧୯୯୮ ଫେବୃଆରୀ ୧୧ରେ ଗାଁରୁ ହଠାତ୍ ନିଖୋଜ ହୋଇଯାଇଥିଲେ।

author-image
Pallipuspa Samal
ଅଦ୍ୟତନ ହୋଇଛି

୨୪ ବର୍ଷ ପରେ ଘରକୁ ଫେରିଲା ହଜିଲା ପୁଅ। ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ବ୍ଲକ୍‌ ଅନ୍ତର୍ଗତ କୁମ୍ଭାରପଡ଼ା ଗାଁରେ ହଜିଲା ପୁଅକୁ ମାଆ ଫେରି ପାଇବା ପରେ ପରିବାର ଓ ସମଗ୍ର ଅଞ୍ଚଳରେ ଖୁସିର ଲହରି ଖେଳି ଯାଇଛି। ସ୍ୱର୍ଗତଃ ଦେବରାଜ ଦାସଙ୍କ ପୁଅ ଆସମାନ ଦାସ ୧୯୯୮ ଫେବୃଆରୀ ୧୧ରେ ଗାଁରୁ ହଠାତ୍ ନିଖୋଜ ହୋଇଯାଇଥିଲେ।  

Advertisment
Nayagarh The Missing Son Returned Home
Advertisment
Advertisment