ଏ ଗାଁରେ କାହାର ବି ନାହିଁ ଆଧାରକାର୍ଡ । ଗାଁରେ ରହୁଥିବା ଜଣେ ଦୁଇ ଜଣଙ୍କୁ ଛାଡ଼ି ଦେଲେ ଆଉ କାହାରି ପାଖରେ ଆଧାରକାର୍ଡ ନାହିଁ । ଫଳରେ ସରକାରୀ ବ୍ୟବସ୍ଥାରେ ମିଳୁଥିବା ବିଭିନ୍ନ ସୁବିଧା ସୁଯୋଗରୁ ଗ୍ରାମବାସୀ ବଞ୍ଚିତ ହୋଇ ରହିଛନ୍ତି । ନୂଆପଡ଼ାରୁ ଦେଖନ୍ତୁ ଏହି ରିପୋର୍ଟ