ଗୀତ ଗାଉ ଗାଉ ଆଖି ବୁଜିଲେ କେକେ। ଶ୍ମଶାନରେ ଶବ ପହଞ୍ଚିବା ପୂର୍ବରୁ ରାସ୍ତାର ଉଭୟ ପାର୍ଶ୍ୱରେ ଏମିତି ଦିଆଯାଉଥିଲା ଶ୍ରଦ୍ଧାଞ୍ଜଳି....
Published: Pallipuspa Samal
Last updated: 05 June 2022, 02:36 PM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।