ରାଜ୍ୟରେ କରୋନା ସଂକ୍ରମଣ କମିଛି କିନ୍ତୁ ଭୁବନେଶ୍ୱର, କଟକରେ ଟିକେ ଉଦେବେକ ସ୍ଥିତି ରହିଛି। ସଂକ୍ରମଣ କମିବା ଉପରେ ପଦକ୍ଷେପ ନିଆଯାଉଛି। ଛତିଶଗଡ଼ ସୀମାନ୍ତ ନୂଆପଡ଼ାରେ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି। ଛତିଶଗଡ଼ରେ ସଂକ୍ରମଣ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଥିବାରୁ ସୀମାନ୍ତ ଜିଲ୍ଲା ଉପରେ ନଜର ରଖାଯାଇଛି। ତୃତୀୟ ଲହର ମୁକାବିଲା ଲାଗି ସରକାର ପ୍ରସ୍ତୁତ ଅଛନ୍ତି। ସର୍ଭେଲାନ୍ସ, ଭ୍ୟାକ୍ସିନେସନ ଏବଂ ଚିକିତ୍ସା ଉପରେ ଗୁରୁତ୍ୱ ଦିଆଯାଉଛି ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ
Published: Prangyan Parimita
Last updated: 14 July 2021, 05:43 PM IST
୧୧% ମହଙ୍ଗା ଭତ୍ତା ବୃଦ୍ଧିକୁ କେନ୍ଦ୍ର କ୍ୟାବିନେଟର ମଂଜୁରୀ । କେନ୍ଦ୍ର କର୍ମଚାରୀଙ୍କ ମହଙ୍ଗା ଭତ୍ତା ୧୭%ରୁ ବଢ଼ି ୨୮% ହେଲା । ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ୧ରୁ ଲାଗୁ ହେବ ।