Advertisment

ମୁଣ୍ଡ ଗୁଞ୍ଜିବାକୁ ଘର ନାହିଁ, ଗୁହାଳରେ କଟୁଛି ଦିନ

ଯେଉଁଠି ଗୁହାଳ ,ସେଇଠି ଚାଲିଛି ରୋଷେଇ... ପିଲାଙ୍କ ପାଠ ପଢା ପାଇଁ ଭଲ ଜାଗା ଟିକେ ବି ନାହିଁ। ପଶୁ ଓ ମଣିଷଙ୍କ ମୁଣ୍ଡ ଗୁଞ୍ଜିବାକୁ ସେଇ ଗୋଟିଏ ଘର.... ଏଇ ପରିବାର ପାଇଁ, ସରକାରୀ ଯୋଜନା ହୋଇଯାଇଛି, ସାତ ସପନ।

ଅଦ୍ୟତନ ହୋଇଛି
Advertisment

ଯେଉଁଠି ଗୁହାଳ ,ସେଇଠି ଚାଲିଛି ରୋଷେଇ... ପିଲାଙ୍କ ପାଠ ପଢା ପାଇଁ ଭଲ ଜାଗା ଟିକେ ବି ନାହିଁ। ପଶୁ ଓ ମଣିଷଙ୍କ ମୁଣ୍ଡ ଗୁଞ୍ଜିବାକୁ ସେଇ ଗୋଟିଏ ଘର.... ଏଇ ପରିବାର ପାଇଁ, ସରକାରୀ ଯୋଜନା ହୋଇଯାଇଛି, ସାତ ସପନ।

Advertisment
SpecialStory Chandabali Homeless Bhadrak Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ