କାଳ ଡ୍ୟାମରେ ଭୋଜିଟେ ହେବ..
ଏପଟେ ପକୋଡା ଛଣା ଚାଲିଛି.. ସେପଟେ ଅଦା, ରସୁଣ ଛେଚା ହେଉଛି.. ମସଲା ପ୍ରସ୍ତୁତ ହେଲେ ମଟନ କସାରେ ହେବ.. କାରଣ ଆଜି ଏମାନଙ୍କ ପିକନିକ୍.. ପରିବାର, ସମ୍ପର୍କୀୟଙ୍କୁ ନେଇ କପ୍ତିପଦା କାଳ ଡ୍ୟାମରେ ଡେରା ପକାଇଛନ୍ତି ଏମାନେ..