ଚାଲିଛି ପର୍ଯ୍ୟଟନ ଋତୁ....ଅବକାଶ ଛୁଟି କାଟିବାକୁ ସମସ୍ତେ ବ୍ୟସ୍ତ । ମାଛକାନ୍ଦଣା ଜଳପ୍ରପାତରେ କିଏ ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟକୁ ଉପଭୋଗ କରୁଛି । କିଏ ସେଲ୍ଫି ନେଉଛି ତ...ଆଉ କିଏ ସୁଆଦିଆ ଖାଦ୍ୟ ତିଆରିରେ ବ୍ୟସ୍ତ । । ହେଲେ ଜଳପ୍ରପାତ ପାଖକୁ ଯିବା ରାସ୍ତା ଖରାପ ଥିବାରୁ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ପର୍ଯ୍ୟଟକ ।
Published By: Tanmay Kumar Mahalik
Last updated: 30 December 2023, 09:40 AM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।