True bonhomie
ମାଲିକ ପାଇଁ ଟ୍ରକ୍ ପଛେ ପଛେ ୪ କିମି ଦଉଡ଼ିଲା କୁକୁର, ମାଲିକ କହିଲେ…
କୁକୁର ଓ ମଣିଷ ଭିତରେ ଏମିତି ପ୍ରେମ ବୋଧେ ଆପଣ ଆଗରୁ କେବେ ଦେଖିନଥିବେ। ଯେଉଁ ଟ୍ରକରେ ମାଲିକ ପଳାଉଥିଲା, ସେ ଟ୍ରକ୍ ପଛରେ ୪ କିଲୋମିଟର ଦଉଡ଼ିଲା ପୋଷା କୁକୁରଟି। କୁକୁରଟି ବ୍ୟସ୍ତବହୁଳ ହାଇୱେ ଉପରେ ଦଉଡ଼ିବାର ଦୃଶ୍ୟ, ସତରେ ଥିଲା ବଡ଼ ବିକଳ। ଏ ପୂରା ଦୃଶ୍ୟ ଆମେ ରେକର୍ଡ କରିଥିଲୁ କ୍ୟାମେରାରେ। ଶେଷରେ କ’ଣ ଘଟିଲା, ଆଉ ମାଲିକ କ’ଣ କହିଲେ, ତାହା ଜାଣିଲେ ଆପଣଙ୍କ ଆଖିକୁ ଲୁହ ଆସିଯିବ।
True bonhomie
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)