ଭୁବନେଶ୍ୱର ଟ୍ରାଫିକ୍ ସ୍ଥିତିର ଯାଞ୍ଚ କରିଛନ୍ତି ନୂଆ ଟ୍ରାଫିକ୍ ଡିସିପି ଏସ୍ ସୁଶ୍ରୀ । ଆଜି ରାଜଧାନୀର ବିଭିନ୍ନ ବ୍ୟସ୍ତବହୁଳ ଟ୍ରାଫିକ୍ ଛକକୁ ଯାଇ ସ୍ଥିତି ଯାଞ୍ଚ କରିଛନ୍ତି । ବିଶେଷ ଭାବେ ମାଷ୍ଟର କ୍ୟାଣ୍ଟିନ୍, ହସ୍ପିଟାଲ୍ ଛକ, ଏଜି, ରବିନ୍ଦ୍ର ମଣ୍ଡପ ଛକ ସମେତ ନାଲ୍‌କୋ ଓ ଅନ୍ୟାନ୍ୟ ଛକକୁ ଯାଇ ଭିଡ଼କୁ ପରଖିଛନ୍ତି ।