ଏମିତି ସ୍ତ୍ରୀ ଭାଗ୍ୟରେ ଥିଲେ ମିଳେ । କ୍ୟାନସର ରୋଗରେ ଘାଣ୍ଟି ହେଉଛନ୍ତି ସ୍ୱାମୀ । ନାକରେ ନଳି ଲଗାଇ ଖାଇବାକୁ ଦେବା ସହିତ ଦିନରାତି ସେବା କରୁଛି ସ୍ତ୍ରୀ । ଚିକିତ୍ସା ପାଇଁ କାନ୍ଦି କାନ୍ଦି ମାଗୁଛି ସାହାଯ୍ୟ...
Published By: Rajalaxmi Sahoo
Last updated: 19 September 2023, 02:26 PM IST
ସରକାରଙ୍କ ବିରୋଧରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିବାରୁ ଚାକିରି ଗଲା ! ବ୍ୟାଙ୍କ ମିତ୍ର ଥିବା ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ସଦସ୍ୟଙ୍କୁ ଚାକିରିରୁ ନିଲମ୍ବନ କରାଯାଇଥିବା ଅଭିଯୋଗ ହୋଇଛି।