Advertisment

ଆନ୍ଦୋଳନ ବେଳେ ବେହୋସ ହୋଇଗଲେ ଛାତ୍ରୀ, ସ୍କୁଲ୍‌ ମିଶ୍ରଣ ନିଷ୍ପତ୍ତିକୁ ବିରୋଧ କରୁଥିଲେ...

ବିଇଓଙ୍କୁ ଘେରିଲେ ଛାତ୍ରୀ। ଶେଷରେ ଜବାବ ଦେଇ ନପାରି ଫେରିଗଲେ ବିଇଓ। ସ୍କୁଲ୍‌ ମିଶ୍ରଣକୁ ବିରୋଧ କରି ସ୍କୁଲ୍‌ ଆଗରେ ଧାରଣା ଦେଇଛନ୍ତି ୟୁନିଟ୍ ୯ ବାଳିକା ହାଇସ୍କୁଲ୍‌ ଛାତ୍ରୀ। ଆନ୍ଦୋଳନରତ ଛାତ୍ରୀ ଓ ଅଭିଭାବକଙ୍କ ସହ ଆଲୋଚନା କରିବାକୁ ଭୁବନେଶ୍ୱର ବିଇଓ ପ୍ରଜ୍ଞା ପରମିତା ଜେନା ଆସିଥିଲେ। ଏହି ସମୟରେ ‘ଆମ ସ୍କୁଲ୍‌ ଅନ୍ୟ କାହା ସହ ମିଶ୍ରଣ ହେବ ନାହିଁ’ ବୋଲି ନାରା ଦେଇଥିଲେ ଛାତ୍ରୀ।

Schools School Students Student Protest
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ