""
ବିବିଧ Videos ନିଜ ରାସ୍ତା ନିଜେ ତିଆରି କଲେ ପ୍ରତିଦିନ ଏହି ରାସ୍ତାଦେଇ ଆଖପାଖ ଗାଁର ହଜାର ହଜାର ଲୋକ ଯିବାଆସିବା କରନ୍ତି। ନିର୍ବାଚନ ବେଳେ ମାଳ ମାଳ ନେତା ମନ୍ତ୍ରୀ ଏହି ରାସ୍ତା ଯାତାୟତ କରିଥାନ୍ତି। ହେଲେ ଭୋଟ୍ ମିଳିବା ପରେ ସବୁ ଓଲଟ ପାଲଟ୍ ହୋଇଯାଏ Sarbeswar 11 Nov 2021 08:03 IST Road Problem Villagers Build Road BalangirAdvertisment Read More Advertisment ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ