""
ବିବିଧ Videos ନିଜ ରାସ୍ତା ନିଜେ ତିଆରି କଲେ ପ୍ରତିଦିନ ଏହି ରାସ୍ତାଦେଇ ଆଖପାଖ ଗାଁର ହଜାର ହଜାର ଲୋକ ଯିବାଆସିବା କରନ୍ତି। ନିର୍ବାଚନ ବେଳେ ମାଳ ମାଳ ନେତା ମନ୍ତ୍ରୀ ଏହି ରାସ୍ତା ଯାତାୟତ କରିଥାନ୍ତି। ହେଲେ ଭୋଟ୍ ମିଳିବା ପରେ ସବୁ ଓଲଟ ପାଲଟ୍ ହୋଇଯାଏ 11 Nov 2021 08:03 ISTSarbeswar Follow UsRoad ProblemAdvertisment Read More Villagers Build Road Balangir