ଗାଁ ପାଖରେ ଥିବା ପାହାଡ଼ି ଝରଣା ଦେଖି ଆସିଥିଲେ ପର୍ଯ୍ୟଟକ। ରାସ୍ତା ନଥିବାରୁ ହଇରାଣ ହରକତ ହୋଇ କାନ୍ଦିଲେ। ଯାହାକୁ ସହି ପାରିଲେନି ଗାଁଲୋକେ। ସଂକଳ୍ପ ନେଇଛନ୍ତି, ଆମ ଅଂଚଳକୁ ଆସୁଥିବା ପର୍ଯ୍ୟଟକଙ୍କୁ ଆଉ କନ୍ଦାଇ ଦେବୁନି। ସେଥିପାଇଁ ରାସ୍ତା ତିଆରିରେ ଲାଗି ପଡିଛନ୍ତି ସଭିଁଏ...
Published: Pallipuspa Samal
Last updated: 20 January 2023, 01:51 PM IST
ହିମାଚଳ ପ୍ରଦେଶର ମଣ୍ଡି ଲୋକସଭା ଆସନରେ ହୋଇପାରେ ଜୋରଦାର ଟକ୍କର । ମୁହାଁମୁହିଁ ହେବେ କି କଙ୍ଗନା-ୟାମୀ । ବିଜେପି ଏହି ଆସନରେ ବଲିଉଡ ଅଭିନେତ୍ରୀ କଙ୍ଗନା ରଣାୱତଙ୍କୁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଏବେ ୟାମୀ ଗୌତମଙ୍କୁ ପ୍ରାର୍ଥୀ କରିବା ନେଇ ଚର୍ଚ୍ଚା ଜୋର ଧରିଛି ।