ସ୍ୱାଧୀନତାର ୭ ଦଶନ୍ଧି ପରେ ମଧ୍ୟ କୋରାପୁଟ ଜିଲ୍ଲାର ଆନ୍ଧ୍ର ଓଡ଼ିଶା ସିମାନ୍ତ ପଟାଙ୍ଗି ବ୍ଳକ ଅନ୍ତର୍ଗତ ପେଟ୍ରୁ ପଞ୍ଚାୟତର ଜିଲ୍ଲାଗୁଣ୍ଠା ବାସୀଙ୍କ ପାଇଁ ପାନୀୟ ଜଳ ଦିବା ସ୍ଵପ୍ନ । ଜଳ ସଙ୍କଟ ଯୋଗୁଁ ଗ୍ରାମବାସୀ ନାହିଁ ନଥିବା ସମାସ୍ୟାର ସମୁଖୀନ ହେଉଛନ୍ତି। ଜିଲ୍ଲା ପ୍ରଶାସନ, ବ୍ଳକ ପ୍ରଶାସନ ଠାରୁ ସ୍ଥାନୀୟ ବିଧାୟକଙ୍କ ଯାଏ ନେହୁରା ହୋଇଥିଲେ ମଧ୍ୟ ଏଯାଏ ସମସ୍ୟାର ସମାଧାନ ହୋଇନାହିଁ...
Published: Manoranjan Behera
Last updated: 27 April 2023, 12:22 PM IST
ଏବେ ବି ଅପହଞ୍ଚ ଗଜପତି ଜିଲ୍ଲାର ବହୁ ଦୁର୍ଗମ ଅଞ୍ଚଳ । ନେଟୱର୍କ୍ ନ ଥିବାରୁ ପାହାଡ ଉପରେ ଚାଲିଛି ଜନ ସେବା କେନ୍ଦ୍ର । ଜନ ସାଧାରଣ ବ୍ୟାଙ୍କିଙ୍ଗ ସେବା ସମେତ ବାର୍ଦ୍ଧକ୍ୟ ଭତ୍ତା, ବିକଳାଙ୍ଗ ଭତ୍ତା, ମନରେଗା ଯୋଜନାରେ ଆସୁଥିବା ଟଙ୍କା ଉଠାଣ, ମୋବାଇଲ୍ ଓ ଟିଭି ରିଚାର୍ଜ ଭଳି ସେବା ପାଇବା ପାଇଁ ୧ କିମି ପାହାଡ ଚଢ଼ିବାକୁ ପଡୁଛି..