ଜେଜେମାଆ କାନ୍ଦ ଦେଖି ନାତୁଣୀ କହିଲା ଏମିତି କଥା। ଯାହାକୁ ଶୁଣି ଚକିତ ହୋଇଗଲେ ବାହାଘରକୁ ଆସିଥିବା ଲୋକେ। ଶୁଣନ୍ତୁ, ଜେଜେମାଆ କାନ୍ଦ ଦେଖି କ’ଣ କହିଲା ନାତୁଣୀ...