ନିର୍ବାଚନକୁ ଆଖିରେ ରଖି, ମାଳ ମାଳ ଯୋଜନା ଉପରେ ଲାଗୁଛି କ୍ୟାବିନେଟ୍ ମୋହର । ତାସତ୍ତ୍ବେ ରାଜ୍ୟ ସରକାରଙ୍କ ଉପରେ ସନ୍ତୁଷ୍ଟ ହେଉନାହାନ୍ତି ଶିକ୍ଷା ଓ ଅନ୍ୟାନ୍ୟ ବିଭାଗର କର୍ମଚାରୀ । ଏବେ ବି ରାଜଧାନୀ ରାଜରାସ୍ତାରେ ଖରା-କାକରରେ ଚାଲିଛି ଆନ୍ଦୋଳନ ।
Published By: Sujit kumar Swain
Last updated: 10 March 2024, 09:31 PM IST
ଗତକାଲି ଆମକୁ ବ୍ୟକ୍ତିଗତ ଆକ୍ଷେପ କରାଯାଇଥିଲା । କ୍ଷମା ନ ମାଗିବା ଯାଏଁ ବଡୁ କଣ ତାହା ଦେଖେଇଦେବୁ ବୋଲି ଚେତାବନୀ ଶୁଣାଇଛନ୍ତି ବଡୁ ନିଯୋଗ ସମ୍ପାଦକ କମଳାକାନ୍ତ ବଡୁ।