ନିର୍ବାଚନକୁ ଆଖିରେ ରଖି, ମାଳ ମାଳ ଯୋଜନା ଉପରେ ଲାଗୁଛି କ୍ୟାବିନେଟ୍ ମୋହର । ତାସତ୍ତ୍ବେ ରାଜ୍ୟ ସରକାରଙ୍କ ଉପରେ ସନ୍ତୁଷ୍ଟ ହେଉନାହାନ୍ତି ଶିକ୍ଷା ଓ ଅନ୍ୟାନ୍ୟ ବିଭାଗର କର୍ମଚାରୀ । ଏବେ ବି ରାଜଧାନୀ ରାଜରାସ୍ତାରେ ଖରା-କାକରରେ ଚାଲିଛି ଆନ୍ଦୋଳନ ।