ଯୋଜନା ନାଁକୁ ମାତ୍ର । ବ୍ଲକ୍ ଅଫିସ୍ କାର୍ଯ୍ୟାଳୟ ଗାଁରେ ମିଳୁନି ପିଇବା ପାଣି । ବାରମ୍ବାର ଗୁହାରି ପରେ ବି ଶୁଣୁନି ପ୍ରଶାସନ ।
Published: Tanmay Kumar Mahalik
Last updated: 29 April 2023, 01:39 PM IST
ପେଟ୍ରୋଲ ଅଧିକ ଜ୍ୱଳନଶୀଳ ପଦାର୍ଥ ଅଟେ । ସାମାନ୍ୟ ନିଆଁ ପାଖକୁ ଗଲେ ଏହା ଜଳିଉଠେ । ତେଣୁ ଏପରି ଖରାଗରମରେ କାରର ଫୁଏଲ ଟ୍ୟାଙ୍କ ଯୋଗୁ ବିପଦର ଆଶଙ୍କା ରହିବା ସ୍ୱାଭାବିକ । ତେବେ ଏହି ଫୁଏଲ ଟ୍ୟାଙ୍କ ଯୋଗୁ କାର ପ୍ରତି କେତେ ବିପଦ ରହିଛି ଆସନ୍ତୁ ଜାଣିବା ।