କେନ୍ଦୁଝର କଲେକ୍ଟର ଆଶିଷ ଠାକରେଙ୍କ ପ୍ରତି ରାଜ୍ୟ ସରକାରଙ୍କର କାହିଁକି ଏତେ ଦରଦ? ଆଦିବାସୀଙ୍କ ସମସ୍ୟାକୁ ଅଣଦେଖା କରୁଥିବା ଜଣେ ଜିଲ୍ଲାପାଳଙ୍କୁ ବଞ୍ଚେଇବାକୁ କଣ ପାଇଁ ଏତେ ଆନ୍ତରିକତା? ତାକୁ ନେଇ ଆଲୋଚନା ସମାଲୋଚନା ଚାଲିଥିବାବେଳେ ଜିଲ୍ଲାପାଳଙ୍କୁ ସୁରକ୍ଷା ଦେବାକୁ କେମିତି ଅଣ୍ଟା ଭିଡ଼ିଛନ୍ତି ସରକାର, ଇଏ ତାର ପ୍ରମାଣ।
Published: Chandan Shishu
Last updated: 23 April 2022, 11:30 PM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।