Elephant Rescued From Bhubaneswar
Advertisment
ରାତି ଅଧରେ ରାଜଧାନୀର ଜନବସତିକୁ ପଶି ଆସି ଦନ୍ତା ହାତୀ ଆକ୍ତାମାକ୍ତା । ହାତୀକୁ ଘଉଡ଼ାଇବାକୁ ନାକେଦମ୍ ବନ ବିଭାଗ । ଆଉ ହାତୀକୁ ଟ୍ରାଙ୍କୁଲାଇଜ୍ କରି କାବୁ ପରେ ଏବେ କେଉଁଠି ଛାଡ଼ିବ, ତାକୁ ନେଇ ହଟହଟା । ଗତକାଲି ବିଳମ୍ବିତ ରାତିରେ ରାଜଧାନୀରେ ଏକ ଦନ୍ତାହାତୀ ଠାବ ହେବା ପରେ ଏହାକୁ ଟ୍ରାଙ୍କୁଲାଇଜ୍ କରି କାବୁ କରିଥିଲା ବନ ବିଭାଗ
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us