ଅଦ୍ୟତନ ହୋଇଛି
anubhav and varsha
Advertisment
କାଳ ହେଲା କି ସ୍ୱାମୀ ସ୍ତ୍ରୀ କଳି ? ବିଜେଡି ପାଇଁ ଅଲୋଡ଼ା ହେଲେ କି ଅନୁଭବ ମହାନ୍ତି ? ବାଜିରେ ଲାଗିଲା କେନ୍ଦ୍ରାପଡ଼ା ସାଂସଦଙ୍କ ରାଜନୈତିକ କ୍ୟାରିୟର । ଅନୁଭବଙ୍କୁ ଛାଡ଼ି ବର୍ଷାଙ୍କ ଉପରେ ଛାମୁଙ୍କ ଭରସା । ଦଳୀୟ କାର୍ଯ୍ୟକ୍ରମରେ ସିନେମା ଡାଇଲଗ ମାରି ଲୋକଙ୍କ ମନ ଜିଣିବାକୁ ଚେଷ୍ଟା କରୁଥିବା କେନ୍ଦ୍ରାପଡ଼ା ସାଂସଦଙ୍କ ବେଳକାଳ ଭଲ ନାହିଁ ପରି ଲାଗୁଛି । ଆଗ ପରି ତାଙ୍କ ଦବଦବା ଆଉ ନାହିଁ । ତେଙ୍କୁ କୌଣସି କାର୍ଯ୍ୟକ୍ରମକୁ ଡକାଯାଉ ନାହିଁ । ପାରିବାରିକ ବିବାଦ କାରଣ ପାଇଁ ତାଙ୍କୁ ଦଳୀୟ କାର୍ଯ୍ୟକ୍ରମରୁ ଦୂରେଇ ରଖାଯାଉଥିବା କୁହାଯାଉଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us