Advertisment

ଦୁଇବର୍ଷ ପରେ କଟକଣାମୁକ୍ତ ଦୀପାବଳି : ବର୍ଷା ଆଶଙ୍କା କରି ଗ୍ରାହକ ବି ବାଣ କିଣିବେ ନା ନାହିଁ ଦ୍ୱନ୍ଦ୍ୱରେ

ଦୀର୍ଘ ଦୁଇବର୍ଷର କଟକଣା ପରେ ଟିକେ ହସ ଫୁଟିଛି । ଏଥର ଦୀପାବଳିରେ ଭଲ ବ୍ୟବସାୟର ଆଶା ଥିଲା । ହେଲେ ବାଣ ବ୍ୟବସାୟୀଙ୍କ ମନରେ ଏବେ ନିରାଶାର ଭାବ କାହିଁକି ନା ବାତ୍ୟା ଓଡ଼ିଶା ମୁହାଁ ହେଉନଥିଲେ ମଧ୍ୟ ଏହାର ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଦୀପାବଳି ବତୁରିଯିବା ଆଶଙ୍କାକୁ ନେଇ ବାଣ କିଣିବେ କି ନାହିଁ ଗ୍ରାହକ ଚିନ୍ତା କରିପାରୁ ନାହାନ୍ତି ।

Firecracker
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ