Divyang youth in Dhenkanal
Advertisment
ପିଲାଟି ଦିନରୁ ସେ ଦିବ୍ୟାଙ୍ଗ । କିନ୍ତୁ ସେ ହାର ମାନିନଥିଲେ । ପାଠ ପଢା ନିଶା ଏମିତି ଥିଲା ଯେ ଘରେ ଅନଲାଇନ୍ରେ ପାଠ ପଢି ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେଲେ । ଏବେ ବ୍ରହ୍ମପୁରରେ ପଢୁଛନ୍ତି ଡାକ୍ତରୀ...ଭବିଷ୍ୟତରେ ଦୃଦରୋଗ ବିଭାଗର ଡାକ୍ତର ହେବାକୁ ଦେଖୁଛନ୍ତି ସ୍ୱପ୍ନ
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us