Advertisment

ପୋଖରୀରେ ଗାଧୋଇବାକୁ ଯାଇଥିଲେ ମା' ପୁଅ , ତାପରେ...

ଗାଧୋଉ ଥିବାବେଳେ ପୋଖରୀରେ ବୁଡ଼ି ଜଣେ ମହିଳା ଓ ତାଙ୍କ ୭ ବର୍ଷର ପୁଅ ମୃତ୍ୟୁ ଘଟିଛି। ଆଜି ସକାଳେ କଟକ ନିଆଳି ଅଞ୍ଚଳରେ ଏହି ଦୁଃଖଦ ଘଟଣା ଘଟିଛି। ମୃତକ ଦ୍ୱୟ ହେଲେ ରୀତା ମିଶ୍ର ଓ ତାଙ୍କ ୭ ବର୍ଷର ପୁଅ।

author-image
Otv Khabar Bureau

ଗାଧୋଉ ଥିବାବେଳେ ପୋଖରୀରେ ବୁଡ଼ି ଜଣେ ମହିଳା ଓ ତାଙ୍କ ୭ ବର୍ଷର ପୁଅ ମୃତ୍ୟୁ ଘଟିଛି। ଆଜି ସକାଳେ କଟକ ନିଆଳି ଅଞ୍ଚଳରେ ଏହି ଦୁଃଖଦ ଘଟଣା ଘଟିଛି। ମୃତକ ଦ୍ୱୟ ହେଲେ ରୀତା ମିଶ୍ର ଓ ତାଙ୍କ ୭ ବର୍ଷର ପୁଅ। 

Advertisment
Odisha Village Woman And Son Drown
Advertisment
Advertisment