Woman's cry to feed her child
Advertisment
ନିଜ ଛୁଆକୁ ଟିକିଏ କ୍ଷୀର ଖୁଆଇବାକୁ ଭୋ ଭୋ କାନ୍ଦୁଛି ମାଆ। ଯାହାକୁ ୧୦ ମାସ ଗର୍ଭରେ ରଖି ଦୁନିଆ ଦେଖାଇଥିଲା, ତାକୁ କୋଳରେ ନେବା ପାଇଁ ଏମିତି ଆକୁଳ ନିବେଦନ କରୁଛି ମାଆ। ହାତ ଯୋଡ଼ୁଛି, ସମସ୍ତଙ୍କୁ କହୁଛି...ମୋ ପୁଅକୁ ଦିଅ, ନହେଲେ ମୁଁ ବଞ୍ଚିପାରିବିନି....ଦେଖନ୍ତୁ ଏହି ହୃଦୟସ୍ପର୍ଶୀ ଭିଡ଼ିଓ
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us