ଝିଅ କାନ୍ଧରେ ମଶାଣୀକୁ ଗଲା ମା’ । କାନ୍ଧ ଦେବାକୁ ଆସିଲେନି ପୁଅ । ୩ ଭାଇଙ୍କୁ ମା’ଙ୍କ ମୃତ୍ୟୁ ନେଇ ଖବର ଦେଇଥିଲେ ଝିଅ । ହେଲେ ପୁଅ ମାନେ ମା’ର କୋକେଇରେ କାନ୍ଧ ଦେବାକୁ ଆସିଲେ ନାହିଁ। ଫଳରେ ଝିଅ କାନ୍ଧରେ ଶ୍ମଶାନକୁ ଗଲେ ମା’ ।
Published: Pallipuspa Samal
Last updated: 09 May 2023, 11:30 AM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।