Advertisment

ଚେକ୍‌ ଡ୍ୟାମ ନାଁରେ ଖାଇଗଲେ ଲକ୍ଷ ଲକ୍ଷ ଟଙ୍କା, ତଳେ ପଥର ଦେଇ କଲେ ଦୁର୍ନୀତି

ଚେକ୍‌ ଡ୍ୟାମ ନାଁରେ ଖାଇଗଲେ ଲକ୍ଷ ଲକ୍ଷ ଟଙ୍କା। ନାଁ ଚେକ୍‌ ଡ୍ୟାମ ହେଲେ ରହୁନି ମୁନ୍ଦାଏ ପାଣି। ଚାଷୀ ପାଣି ପାଉନି କି ଗାଈଗୋରୁ ପାଣି ବି ପିଇପାରୁନାହାନ୍ତି। ଉପରେ ଚକ୍‌ ଚକ୍‌ ହେଲେ ଭିତରେ ପୂରା ଖୋଳ, ଦେଖନ୍ତୁ ଗ୍ରାଉଣ୍ଡ ଜିରୋରୁ ଏହି ରିପୋର୍ଟ

author-image
Otv Khabar Bureau

ଚେକ୍‌ ଡ୍ୟାମ ନାଁରେ ଖାଇଗଲେ ଲକ୍ଷ ଲକ୍ଷ ଟଙ୍କା। ନାଁ ଚେକ୍‌ ଡ୍ୟାମ ହେଲେ ରହୁନି ମୁନ୍ଦାଏ ପାଣି। ଚାଷୀ ପାଣି ପାଉନି କି ଗାଈଗୋରୁ ପାଣି ବି ପିଇପାରୁନାହାନ୍ତି। ଉପରେ ଚକ୍‌ ଚକ୍‌ ହେଲେ ଭିତରେ ପୂରା ଖୋଳ, ଦେଖନ୍ତୁ ଗ୍ରାଉଣ୍ଡ ଜିରୋରୁ ଏହି ରିପୋର୍ଟ 

Advertisment
Dam Project Check Yojana Ra Na Hariloot Corruption
Advertisment
Advertisment