ହାତରେ ପଟ୍ଟା ଅଛି ହେଲେ ଜମିରେ ପାଦ ନାହିଁ । ଅତି ଦୟନୀୟ ଅବସ୍ଥାରେ ଚଳୁଛନ୍ତି ୫୦ ପରିବାର...ଆଦିବାସୀଙ୍କ ନିରକ୍ଷରତାର ସୁଯୋଗ ନେଇ ଅଗୋଚରରେ ସବୁ ଖାଇଦେଲେ
Published: Pallipuspa Samal
Last updated: 07 October 2022, 09:45 AM IST
ଗତକାଲି ଆମକୁ ବ୍ୟକ୍ତିଗତ ଆକ୍ଷେପ କରାଯାଇଥିଲା । କ୍ଷମା ନ ମାଗିବା ଯାଏଁ ବଡୁ କଣ ତାହା ଦେଖେଇଦେବୁ ବୋଲି ଚେତାବନୀ ଶୁଣାଇଛନ୍ତି ବଡୁ ନିଯୋଗ ସମ୍ପାଦକ କମଳାକାନ୍ତ ବଡୁ।