କେବଳ ଦିନେ ନୁହେଁ କି ମାସେ। ବର୍ଷ ବର୍ଷ ଧରି ମୃତ ବ୍ୟକ୍ତିଙ୍କ ନାଁରେ ଟଙ୍କା ଉଠାଯାଉଛି। କଟକ ଜିଲ୍ଲାର ଟାଙ୍ଗୀ ବ୍ଲକର ସବୁ ପଞ୍ଚାୟତରୁ ଆସିଛି ଏମିତି ମାଳ ମାଳ ଅଭିଯୋଗ.
Published: Pallipuspa Samal
Last updated: 23 April 2022, 01:03 PM IST
ଗତକାଲି ଆମକୁ ବ୍ୟକ୍ତିଗତ ଆକ୍ଷେପ କରାଯାଇଥିଲା । କ୍ଷମା ନ ମାଗିବା ଯାଏଁ ବଡୁ କଣ ତାହା ଦେଖେଇଦେବୁ ବୋଲି ଚେତାବନୀ ଶୁଣାଇଛନ୍ତି ବଡୁ ନିଯୋଗ ସମ୍ପାଦକ କମଳାକାନ୍ତ ବଡୁ।