Crime Against Women
ରାଜ୍ୟରେ କେତେ ସୁରକ୍ଷିତ ମହିଳା ? ପ୍ରତିବର୍ଷ ବଢିବାରେ ଲାଗିଛି ଦୁଷ୍କର୍ମ ସଂଖ୍ୟା । ନାବାଳିକା ବି ହେଉଛନ୍ତି ଯୌନ ନିର୍ଯାତନାର ଶିକାର । ହେଲେ ସେହି ଅନୁପାତରେ ହୋଇପାରୁନି ମାମଲାର ଫୈସଲା । ଏହାକୁ ନେଇ ଉଦ୍ବେଗ ପ୍ରକାଶ କରିଛନ୍ତି କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରିଜିଜ୍ଜୁ । ରାଜ୍ୟରେ ଫାଷ୍ଟଟ୍ରାକ୍ କୋର୍ଟ ପ୍ରତିଷ୍ଠା କରି ଏଭଳି କେସ୍ଗୁଡ଼ିକର ଶୀଘ୍ର ଫଇସଲା କରିବାକୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)