ଜୁଲାଇ ୧ ତାରିଖରୁ ଲାଗୁ ହେବ ୩ ନୂଆ ଫୌଜଦାରୀ ଆଇନ । ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଲାଗୁ । ଭାରତୀୟ ସାକ୍ଷ୍ୟ ଅଧିନିୟମ ମଧ୍ୟ ଲାଗୁ କରାଯିବାକୁ ନିଷ୍ପତ୍ତି ।
Published By: Tanmay Kumar Mahalik
Last updated: 24 February 2024, 05:24 PM IST
ଏହା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (JMM) ନେତା ହେମନ୍ତ ସୋରେନଙ୍କ ଚତୁର୍ଥ କାର୍ଯ୍ୟକାଳ ହେବ । ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ସୋରେନ ୩୯,୭୯୧ ଭୋଟ ବ୍ୟବଧାନରେ ବିଜେପିର ଗାମଲିୟାଲ ହେମ୍ବ୍ରମଙ୍କୁ ପରାସ୍ତ କରି ବାରହାଟ ଆସନ ବଜାୟ ରଖିଥିଲେ ।