MAO_SURRENDER
Advertisment
୪ ହାର୍ଡକୋର୍ ମାଓବାଦୀଙ୍କ ଆତ୍ମସମର୍ପଣ। ମାଲକାନଗିରି ସୀମାନ୍ତ ଛତିଶଗଡ଼ କୋଣ୍ଡାଗାଁ ଜିଲ୍ଲାରେ ଆତ୍ମସମର୍ପଣ କରିଛନ୍ତି ମାଓବାଦୀ ମାନେ। ଦୀର୍ଘଦିନ ଧରି ଓଡ଼ିଶା-ଛତିଶଗଡ଼ ସୀମାରେ ସକ୍ରିୟ ଥିଲେ ସେମାନେ। ସମସ୍ତ ମାଓବାଦୀଙ୍କ ନାଁରେ ଥିଲା ୨୨ ଲକ୍ଷ ଟଙ୍କାର ପୁରସ୍କାର।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us