Advertisment

ମୋଦିଙ୍କ ଜନ୍ମଦିନରେ ମୋହନ ବାଣ୍ଟିବେ ଘର

ଆସନ୍ତା ୧୭ ତାରିଖ ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ଅନ୍ତ୍ୟୋଦୟ ଗୃହ ଯୋଜନାର କାର୍ଯ୍ୟାଦେଶ ଦିଆଯିବ । ପୂର୍ବରୁ ୧ ଲକ୍ଷରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କୁ ଯୋଜନାରେ ସାମିଲ୍ କରାଯାଇଛି । ଅନ୍ୟପଟେ ନଭେମ୍ବରରେ ଦିଆଯିବ ପିଏମ୍ ଆବାସର କାର୍ଯ୍ୟାଦେଶ । 'ନୂଆ ପିଏମ୍ ଆବାସ ସର୍ଭେରେ ୩୫ ଲକ୍ଷ ହିତାଧିକାରୀ ଆବେଦନ କରିଥିଲେ । ନଭେମ୍ବର ସୁଦ୍ଧା ସମସ୍ତ ପ୍ରକ୍ରିୟା ସରି କାର୍ଯ୍ୟାଦେଶ ପ୍ରକ୍ରିୟା ଆରମ୍ଭ ହେବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ