Advertisment

ବାହାହେବାକୁ କନ୍ୟା ମିଳୁନାହାଁନ୍ତି . . .ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଫେରାଦ ହେଲେ ୫୦ ଯୁବକ

ବ୍ୟାଣ୍ଡବାଜା ଓ ବରଯାତ୍ରୀ ନେଇ କଲେକ୍ଟର ଅଫିସରେ ପହଞ୍ଚିଲେ ୫୦ ଯୁବକ । ମୁଣ୍ଡରେ ପଗଡ଼ି, ମଥାରେ ଚନ୍ଦନ, ବରବେଶ ହୋଇ ଘୋଡ଼ା ପିଠିରେ ବସି ଆସିଥିବା ଏତେ ଯୁବକଙ୍କୁ ଦେଖି ଜିଲ୍ଲାପାଳଙ୍କ ଅକଲ ଗୁଡ଼ୁମ୍‌ । ମହାରାଷ୍ଟ୍ରର ସୋଲାପୁରରେ ଏଭଳି ଏକ ଦୃଶ୍ୟ ଦେଖିବା ପାଇଁ ମିଳିଛି । ଅତି କମରେ ୫୦ ଜଣ ଯୁବକ ବ୍ୟାଣ୍ଡ-ବାଜାଙ୍କ ସହିତ ବିବାହ ପୋଷାକରେ କଲେକ୍ଟର କାର୍ଯ୍ୟାଳୟରେ ପହଞ୍ଚିଛନ୍ତି । ମହାରାଷ୍ଟ୍ରର ମହିଳା ଏବଂ ପୁରୁଷଙ୍କ ମଧ୍ୟରେ ଥିବା ଅସ୍ୱାଭାବିକ ଅନୁପାତକୁ ନେଇ ସରକାରଙ୍କ ଦୃଷ୍ଟି ଆକର୍ଷଣ ପାଇଁ ଏହି ଶୋଭାଯାତ୍ରା କରାଯାଇଥିବା କୁହାଯାଉଛି ।

Maharashtra Special Story
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ