Advertisment

କେରଳ ବର୍ଷା ନେଲା ୭ ଜୀବନ

କେରଳରେ ବର୍ଷା ଯୋଗୁ ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ନିଖୋଜ ଅଛନ୍ତି।

author-image
Otv Khabar Bureau

କେରଳରେ ବର୍ଷା ଯୋଗୁ ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ନିଖୋଜ ଅଛନ୍ତି। ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା ସହ କୋଟାୟମ ଏବଂ ଇଡୁକି ଜିଲ୍ଲାର ୪ଟି ସ୍ଥାନରେ ଭୂସ୍ଖଳନ ହୋଇଛି।

Advertisment
Heavy Rainfall Flood Control Kerala
Advertisment
Advertisment